ଆଜିର ଖବର ସୋଆ କୁଳାଧିପତି ପ୍ରଫେସର ଡି.ପି. ରାୟଙ୍କ ପରଲୋକ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା କୃଷି ବିଶେଷଜ୍ଞ ପ୍ରଫେସର ଡି.ପି. ରାୟଙ୍କର ଶନିବାର ସକାଳେ ପରଲୋକ ହୋଇଯାଇଛି। କିଛି ଦିନ ହେବ…