ପ୍ରବଳ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ଵର: ଆଜି ମଧ୍ୟ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୧୮ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ବୋଲି ଅନୁମାନ କରାଯାଉଛି।…