ପ୍ରବାଦ ପୁରୁଷ ବିଜୁ ବାବୁ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଲୋକଙ୍କ ହିତରେ କାର୍ଯ୍ୟ କରିବା ପାଇଁ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା…