ଆଜିର ଖବର ମରିସସ୍ ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କୁ ଶାଗୁଆନ କାଠ ବାକ୍ସରେ ଓଡ଼ିଶାର ଇକ୍କତ ଓଢ଼ଣୀ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜଗନ୍ନାଥଙ୍କ ପତ୍ନୀ କବିତା ଜଗନ୍ନାଥଙ୍କୁ ଓଡ଼ିଶାର ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ଇକ୍କତ ଓଢ଼ଣୀ ଉପହାର ସ୍ୱରୂପ…