ପ୍ରଭାସ ସିଂହ

ନୂଆଦିଲ୍ଲୀ: ଆଜି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ବରଗଡ ସାଂସଦ ପ୍ରଭାସ ସିଂହ। ସେ ନୂଆଦିଲ୍ଲୀର ବିଜେପି କାର୍ଯ୍ୟାଳୟରେ ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।…