ଜାତୀୟ ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ଘୋଷଣା: ଏଣିକି ଠିକଣା ପ୍ରମାଣ ପତ୍ର ବିନା ପ୍ରବାସୀ ଶ୍ରମିକମାନେ ଗ୍ୟାସ ସଂଯୋଗ ପାଇବେ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମହୋବା ଜିଲ୍ଲାରୁ ‘ପ୍ରଧାନମନ୍ତ୍ରୀ ଉଜ୍ଜ୍ଵଳା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ…