ରାଜ୍ୟ ଖବର ଉଚ୍ଚଶିକ୍ଷା ବିଭାଗ ୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ଦେଲା ପଦନ୍ନୋତି, ଜାଣନ୍ତୁ ପୁରା ତାଲିକା ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ପଦନ୍ନୋତି କରିଛି। ଏ ନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ…