ପ୍ରଳମ୍ବାସୁର ସଂହାର ବେଶ

କେନ୍ଦ୍ରାପଡା: ତୁଳସୀକ୍ଷେତ୍ର କେନ୍ଦ୍ରାପଡା ସହ ଶ୍ରୀକ୍ଷେତ୍ର ପୁରୀର ଆଧ୍ୟତ୍ମିକ ସଂପର୍କ ବେଶ ନିବିଡ। ପାରମ୍ପରିକ ତଥା ପୌରାଣିକ ଢଂଗରେ କୋଟି ଓଡିଆଙ୍କ ଆରାଧ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଶ୍ରୀବଳଦେବଙ୍କ…