ଆଜିର ଖବର ଆଗାମୀ ଜନଗଣନାରେ ଜାତି ଗଣନାକୁ ଅନ୍ତର୍ଭୁକ୍ତ କରିବାର ନିଷ୍ପତ୍ତିକୁ ପ୍ରଶଂସା କଲେ କେନ୍ଦ୍ର ଗୃହ ମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରାଜନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିପିଏ) ଆଗାମୀ ଜନଗଣନାରେ ଜାତି ଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ନେଇଥିବା ନିଷ୍ପତ୍ତିକୁ ସାମାଜିକ ନ୍ୟାୟ…