ଆଜିର ଖବର ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ବାଙ୍ଗାଲୋର ପ୍ରଶାନ୍ତି ସ୍ବତନ୍ତ୍ର ଟ୍ରେନ ଆଂଶିକ ବାତିଲ ହେବ, ଜାଣନ୍ତୁ କେବେ ଭୁବନେଶ୍ବର, ଫେବୃଆରୀ ମାସ 7 ଏବଂ 8 ତାରିଖରେ ବାଙ୍ଗାଲୋର ନିକଟସ୍ଥ ବାଇୟାପ୍ପାନାହାଲି ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ (ନନ-ଇଣ୍ଟରଲକିଙ୍ଗ) କାର୍ଯ୍ୟପାଇଁ ଭୁବନେଶ୍ୱର ଓ ବାଙ୍ଗାଲୋର…