ଆଞ୍ଚଳିକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ ଚିଲିକା: ଆଜି ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ମଣ୍ଡଳ…