ଜାତୀୟ ଖବର ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା ନୂଆଦିଲ୍ଲୀ: ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପ୍ରସ୍ତୁତି ଏବଂ ପ୍ରତିକ୍ରିୟା ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯାଇଛି। ଏଗୁଡ଼ିକ…