ଆଜିର ଖବର ବାତ୍ୟା ମୁକାବିଲା ନିମନ୍ତେ ଖୋରଧା ଜିଲ୍ଲା ପ୍ରଶାସନର ପ୍ରାକ୍ ପ୍ରସ୍ତୁତି ଓ ସମୀକ୍ଷା ଖୋରଧା: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁ ଚାପ ସମ୍ଭାବ୍ୟ ବାତ୍ୟା ରୂପ ନେବା ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଆଜି ଖୋରଧା ଜିଲ୍ଲାପାଳ…