ଆଜିର ଖବର କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ ବୈଠକରେ ଯୋଗଦେବେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁବନେଶ୍ୱର: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜି. ଏସ. ଟି କାଉନସିଲ…