ଅପରାଧ ବାଣପୁରରେ ପ୍ରାକ ନିର୍ବାଚନୀ ହିଂସା: ଆହତ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ଵର ସ୍ଥାନାନ୍ତରିତ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ପ୍ରାକ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏକ ନିର୍ଦ୍ଦିଷ୍ଟ ଦଳକୁ ଭୋଟ ଦେବାପାଇଁ କିଛି ବ୍ୟକ୍ତି…