ପ୍ରାଚୀନ ତାଳପତ୍ର ପୋଥି

ଭୁବନେଶ୍ୱର: ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଏକ ପନ୍ଦରଦିନିଆ ତାଲିମ କାର୍ଯ୍ୟକ୍ରମ ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଏହି କାର୍ଯ୍ୟକ୍ରମ ରାଜ୍ୟ…