ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ

ଭୁବନେଶ୍ୱର: ଓଡ଼ିଶାର ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ସ୍ୱଚ୍ଛ, ଅର୍ଥବଳମୁକ୍ତ ଏବଂ ଶୃଙ୍ଖଳିତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅତ୍ୟନ୍ତ କଠୋର ନିୟମାବଳୀ ଜାରି…