ପ୍ରୀତିରଞ୍ଜନ ଘଡେଇ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଏକାଦଶ ଦିବସରେ ଆଜି ଥିଲା ଓଡ଼ିଶା ରାଜ୍ୟ ଦିବସ। ସାଂସ୍କୃତିକ କାର୍ଯ୍ୟକ୍ରମର ଯଥେଷ୍ଟ ପୂର୍ବରୁ ମୁକ୍ତାକାଶ ରଙ୍ଗମଞ୍ଚ ଆମ୍ଫି ଥିଏଟର…