ଆଜିର ଖବର ୪୬ ବର୍ଷ ବୟସରେ ଯାଆଁଳା ଶିଶୁଙ୍କ ମା’ ହେଲେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ମୁମ୍ବାଇ: ୯୦ ଦଶକର ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ପ୍ରୀତି ଜିଣ୍ଟା ଅନ୍ୟତମ। ବର୍ତ୍ତମାନ ଅଭିନେତ୍ରୀ ତାଙ୍କ ପ୍ରଶଂସକଙ୍କ ସହ ଖୁସି ଖବର ସେୟାର କରିଛନ୍ତି। ୪୬ ବର୍ଷ…