ଆଜିର ଖବର ଆତ୍ମନିର୍ଭର ଭାରତ: ବିଇଏଲ ସହିତ ୩,୦୦୦ କୋଟି ଟଙ୍କାର ରାଜିନାମା ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ନିମନ୍ତେ ଆଜି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ମନ୍ତ୍ରଣାଳୟ ଦୁଇଟି ସମନ୍ୱିତ…