ଜାତୀୟ ଖବର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରଧାନମନ୍ତ୍ରୀ ହସ୍ତାନ୍ତର କଲେ ଏକ ହଜାର କୋଟି ଟଙ୍କା: ଉପକୃତ ହେବେ ୧୬ଲକ୍ଷ ମହିଳା ଲକ୍ଷ୍ନୌ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପ୍ରୟାଗରାଜ ଗସ୍ତରେ ଯାଇ ବିଶେଷକରି ତୃଣମୂଳ ସ୍ତରରେ ମହିଳାଙ୍କୁ ସଶକ୍ତ କରିବା ସଂକ୍ରାନ୍ତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ସ୍ୱୟଂ ସହାୟକ…