ପ୍ଲସ ଟୁ କଳା ପରୀକ୍ଷା

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ଉଚ୍ଚ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ ପାଇବ।…