ଆଜିର ଖବର ଆସନ୍ତାକାଲି ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ୨୧ ନଭେମ୍ବର ୨୦୨୬ରେ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ। ସକାଳ ପ୍ରାୟ ୯:୪୫ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଟି…