ଆଜିର ଖବର ପେଟ୍ରୋଲିୟମ୍ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା ଭୁବନେଶ୍ଵର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ…