ପ୍ଲେ ଅଫ୍ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ଚଳିତ ଆଇପିଏଲର ପ୍ଲେ ଅଫ୍ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଗତକାଲି ବିସିସିଆଇ ପକ୍ଷରୁ ଏହି ଟୁର୍ଣ୍ଣାମେଣ୍ଟର ପ୍ଲେ ଅଫ୍ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ତେବେ କାର୍ଯ୍ୟସୂଚୀ…