ଆଜିର ଖବର ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର କେନ୍ଦ୍ରପଡା : ଦୁର୍ନୀତି ବିରୋଧୀ ଅଭିଯାନକୁ ଜୋରଦାର କରିଛି ଭିଜିଲାନ୍ସ। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ କେନ୍ଦ୍ରାପଡ଼ା ଫରେଷ୍ଟ ରେଞ୍ଜର ରବୀନ୍ଦ୍ର ନାୟକଙ୍କ ବିରୋଧରେ ବୁଧବାର…