ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ବର: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର କରାଯିବ। ଏନେଇ ବୋର୍ଡ ସଭାପତିଙ୍କୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିର୍ଦ୍ଦେଶ…