ଅପରାଧ ବନ୍ଧୁକ ମୁନରେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ଠାରୁ ଲୁଟ୍ ଅଭିଯୋଗ: ବାଲୁଗାଁ ପୋଲିସର ତଦନ୍ତ ଜାରି ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବଡ଼କୁଳ ନିକଟରେ ଆଜି ଅପରାହ୍ନରେ ଏକ ବଡ଼ ଧରଣର ଲୁଟ ହୋଇଥିବାର ଅଭିଯୋଗ ହୋଇଛି।…