ଆଜିର ଖବର ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍ଟେଜ୍ ୨୦୨୬’ ଆୟୋଜିତ ଭୁବନେଶ୍ୱର: ନିରାପଦ, ପ୍ରଭାବପୂର୍ଣ୍ଣ ଓ ରୋଗୀକେନ୍ଦ୍ରିକ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବାରେ ଫାର୍ମାସିଷ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ପ୍ରଦାନ କରିବା ଲକ୍ଷ୍ୟ ନେଇ ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ…