ଜାତୀୟ ଖବର ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ ବାସଭବନରେ ହିନ୍ଦୀ ଫିଚର ଫିଲ୍ମ ‘ଗୋଦାନ’ର ପ୍ରିମିୟର ଦେଖିଥିଲେ। ଏହି ଅବସରରେ…