ବିଶେଷ ଖବର ୫-ଟି ଉପକ୍ରମରେ ନବୀକରଣ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର: ଫୁଡ୍କୋଟର ମିଳିବ ସୁବିଧା ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ…