ଫେବୃଆରୀ ୧୭

ଭୁବନେଶ୍ଵର: ଚଳିତ ବର୍ଷ ଫେବୃଆରୀ ୧୭ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏପ୍ରିଲ ୮ ତାରିଖ ଯାଏଁ ଏହି ବଜେଟ ଅଧିବେଶନ ଚାଲିବ।…