ଅପରାଧ ବାଣପୁର ସବ ଜେଲ ନିକଟରୁ ୩୦୦ ଲିଟର ଦେଶୀ ମଦ ଜବତ: ବାଇକ ଛାଡି ଫେରାର ହେଲେ ବେପାରୀ ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଅବକାରୀ ବିଭାଗ ବାଣପୁର ଥାନା ଅନ୍ତର୍ଗତ ଦାଶରଥୀପୁର ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ଦେଶୀ ମଦ ଜବତ କରିଛି। ସୂଚନା…