ଆଜିର ଖବର ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ୟୁଏଇ ଗସ୍ତ ଶେଷ କରି ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା…