ଆଜିର ଖବର ଟିଟିଲାଗଡ ଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ 183.89 କୋଟି ମଞ୍ଜୁର ଭୁବନେଶ୍ଵର: ପୂର୍ବ ତଟ ରେଳପଥର ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବୃଦ୍ଧି ପାଉଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟନଗରମ,…