ଆଜିର ଖବର କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ଭାଙ୍ଗିବ ବଙ୍ଗଳା: ବିଏମସିକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ମୁମ୍ବାଇ: ମୁମ୍ବାଇରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ବଙ୍ଗଳାକୁ ଦୁଇ ସପ୍ତାହ ମଧ୍ୟରେ ଭାଙ୍ଗିବା ପାଇଁ ବୃହମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ (ବିଏମସି) କୁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ…