ଆଜିର ଖବର ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍ଏନ୍ସି)କ୍ୟାମ୍ପସ-୧ ଓ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ (ଏସ୍ପିଏସ୍) କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ…