ଫ୍ୟାମିଲି ପେନସନ୍

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଫ୍ୟାମିଲି ପେନସନ୍ କ୍ଷେତ୍ରରେ ଏକ ସୁଦୂରପ୍ରସାରୀ ସଂସ୍କାର ଆଣିଛନ୍ତି। ଏହାର ସର୍ବାଧିକ ସୀମାକୁ ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।…