Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ରାଉରକେଲାର ପ୍ଲୁଟୋନ ମଲ୍‌ରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋରର ଶୁଭାରମ୍ଭ

ରାଉରକେଲା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ରାଉରକେଲା ସହରସ୍ଥିତ ପ୍ଲୁଟୋନ ମଲ୍‌ରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ରାଉରକେଲାର ପ୍ଲୁଟୋନ ମଲ୍‌ସ୍ଥିତ ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏଠାରେ ପାଇପାରିବେ।

ରାଉରକେଲା ସହରରେ ଟ୍ରେଣ୍ଡ୍‌ସର ଏହି ତୃତୀୟ ଷ୍ଟୋର ୭୦୦୦ ବର୍ଗଫୁଟ ପରିମିତ ଅଂଚଳରେ ପରିବ୍ୟାପ୍ତ। ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାଉରକେଲାର ପ୍ଲୁଟୋନ ମଲ୍ ରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ମାଲକାନଗିରି ଓ ଜଗତପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

ମାଲକାନଗିରି / ଜଗତପୁର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଜଗତପୁର ଓ ମାଲକାନଗିରି ସହରରେ ତାହାର ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଜଗତପୁର ଓ ମାଲକାନଗିରି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋର ଦ୍ୱୟ ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ମାଲକାନଗିରି ଓ ଜଗତପୁର ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଜଗତପୁର ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୭୫୦୦ ବର୍ଗଫୁଟ ପରିମିତ ହୋଇଥିବାବେଳେ ମାଲକାନଗିରି ସହରରେ ଶୁଭାରମ୍ଭ ହୋିଥିବା ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୧୩୦୦୦ ବର୍ଗଫୁଟ ଅଂଚଳରେ ପରିବ୍ୟାପ୍ତ। ଉଭୟ ଜଗତପୁର ଏବଂ ମାଲକାନଗିରି ସହରରେ ଟ୍ରେଣ୍ଡ୍‌ସର ଏହା ପ୍ରଥମ ଷ୍ଟୋର। ଏହି ଦୁଇ ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଗତପୁର ଓ ମାଲକାନଗିରି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

ଭବାନୀପାଟଣା/ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର କେସିଙ୍ଗା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

କେସିଙ୍ଗା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। କେସିଙ୍ଗା ସହର ତଥା ନିକଟବର୍ତ୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

କେସିଙ୍ଗା ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୪୩୦୦ ବର୍ଗଫୁଟ ଅଂଚଳରେ ପରିବ୍ୟାପ୍ତ। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି କେସିଙ୍ଗା ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ନିଆଳି ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ 

ଭୁବନେଶ୍ୱର/କଟକ: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଟକ ଜିଲ୍ଲାର ନିଆଳି ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ନିଆଳି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ନିଆଳି ସହର ତଥା ନିକଟବର୍ତ୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ନିଆଳି ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୭୭୦୦ ବର୍ଗଫୁଟ ପରିମିତି ରହିଛି। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୪୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ନିଆଳି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ରାଜସୁନାଖଳା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  

ଭୁବନେଶ୍ୱର/ ନୟାଗଡ଼: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ନୟାଗଡ଼ ଜିଲ୍ଲାର ରାଜସୁନାଖଳା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ରାଜସୁନାଖଳା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ରାଜସୁନାଖଳା ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ରାଜସୁନାଖଳା ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୬୪୦୦ ବର୍ଗଫୁଟ ପରିମିତି ରହିଛି। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାଜସୁନାଖଳା ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଦିଗପହଣ୍ଡି ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ

ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଗଂଜାମ ଜିଲ୍ଲାର ଦିଗପହଣ୍ଡି ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଦିଗପହଣ୍ଡି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଦିଗପହଣ୍ଡି ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଦିଗପହଣ୍ଡି ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୫୨୦୦ ବର୍ଗଫୁଟ ପରିମିତି ରହିଛି। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଦିଗପହଣ୍ଡି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଜଳେଶ୍ୱର ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ 

ଭୁବନେଶ୍ୱର/ବାଲେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଜଳେଶ୍ୱର ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଜଳେଶ୍ୱର ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଜଳେଶ୍ୱର ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୬୦୪୭ ବର୍ଗଫୁଟ ପରିମିତି ରହିଛି। ଏହି ଦୁଇଟି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଳେଶ୍ୱର ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ବଲାଙ୍ଗୀର ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ 

ବଲାଙ୍ଗୀର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବଲାଙ୍ଗୀର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ବଲାଙ୍ଗୀର ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ବଲାଙ୍ଗୀର ସହର ଓ ନିକଟବର୍ତ୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୧୦,୧୮୧ ବର୍ଗଫୁଟର ଷ୍ଟୋର ହେଉଛି ବଲାଙ୍ଗୀର ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ବଲାଙ୍ଗୀରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ

ରାୟଗଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ 

ରାୟଗଡା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ରାୟଗଡା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ରାୟଗଡା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ରାୟଗଡା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ରାୟଗଡା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାୟଗଡାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ

ନିମାପଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ 

ପୁରୀ: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ପୁରୀ ଜିଲ୍ଲାର ନିମାପଡା ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ନିମାପଡାର ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ନିମାପଡା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ।

ଏହି ୭୦୦୦ ବର୍ଗଫୁଟର ଷ୍ଟୋର ହେଉଛି ନିମାପଡା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ନିମାପଡାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ

ଏବେ ଭବାନିପାଟଣା ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ

ଭୁବନେଶ୍ୱର/ଭବାନିପାଟଣା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଭବାନିପାଟଣା ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଭବାନିପାଟଣାର ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟରମେନ୍ସ ୱିୟରକିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ।

ଏହି ୧୪୨୨୩ ବର୍ଗଫୁଟର ଷ୍ଟୋର ହେଉଛି ଭବାନିପାଟଣା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଭବାନିପାଟଣାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଏବେ ଗୁଣୁପୁରରେ ଖୋଲିଲା ଭାରତର ବୃହତ୍ତମ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡସ’ 

ଭୁବନେଶ୍ୱର/ରାୟଗଡା: ଭାରତର ବୃହତ୍ତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍‍ ‘ଟ୍ରେଣ୍ଡସ‘ ଓଡ଼ିଶାର ରାୟଗଡା ଜିଲାର ଗୁଣୁପର ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡସ ବାସ୍ତବରେ ଭାରତର ଫ୍ୟାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଏବଂ ସମ୍ପର୍କ ସୁଦୃଢ କରିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଏହି ଟ୍ରେଣ୍ଡସ ଷ୍ଟୋରର ମଡର୍ଣ୍ଣ ଲୁକ୍‍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜର ପରିସର ଓ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିଛନ୍ତି।