ବଂଶଧାରା ନଦୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ବଂଶଧାରା ନଦୀରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଭାସୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।…