ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟ

ଖୋର୍ଦ୍ଧା: ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତିପାଳନ କମିଟିର ଗଣମାଧ୍ୟମ ସଂଯୋଜକ ଊମାଶଙ୍କର ପ୍ରସାଦଙ୍କ ଆବାହକତ୍ୱରେ ଏକ ସ୍ଵଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…