ବିଶେଷ ଖବର ବାତ୍ୟା ୟଶ୍ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁ ନାହିଁ: ଏସଆରସି ପ୍ରଦୀପ ଜେନା ଭୁବନେଶ୍ୱର: ଆସନ୍ତାକାଲି ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ବାତ୍ୟାରେ ପରିଣତ ହେବ।…