ଆଜିର ଖବର ୧୯ରେ ବଙ୍ଗୋପସାଗରରେ ଲଘୁଚାପ: ବାତ୍ୟା ଗୁଜବରୁ ଦୂରେଇ ରହିବାକୁ IMDର ପରାମର୍ଶ ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି, ଯାହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାର ରୂପ…