ଆଜିର ଖବର ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ବଡକୂଳ ପାନ୍ଥନିବାସରୁ ଏକ ବେସରକାରୀ ଯାତ୍ରୀବାହୀ ଡଙ୍ଗା ୮ ଜଣ ଯାତ୍ରୀଙ୍କୁ ନେଇ ମା’…