ଅପରାଧ ବଡଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଦୁଇ ଆତଙ୍କବାଦୀ ନିହତ ଶ୍ରୀନଗର: ଆଜି ଜମ୍ମୁ କାଶ୍ମୀରରେ ବଡଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏଗୁଳିବିନିମୟ ହୋଇଛି। ଏଥିରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବଡଗାମ…