ଆଜିର ଖବର ବଡ଼କୁଡା ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅଧିନସ୍ଥ ବଡକୁଡା ଜଙ୍ଗଲରୁ ଏକ ଦନ୍ତା ହାତୀ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ଖବର ପାଇ…