ଆଜିର ଖବର ବଡମ୍ବା ଦଳ ଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଘୋଷଣା କଲେ ଅନୁକମ୍ପା ରାଶି ଭୁବନେଶ୍ବର: ଆଜି ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…