Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ପୁଣି ବଢିଲା ସଂକ୍ରମଣ: କଟକ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୮୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୬୬

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୩

କେନ୍ଦ୍ରପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୫୧

କୋରାପୁଟ ଜିଲ୍ଲାରୁ- ୫

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୮

ସୋନପୁର ଜିଲ୍ଲାରୁ- ୮

ସୁନ୍ଦରଗଡ ଜିଲ୍ଲାରୁ- ୩୯

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୧୩୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୨୧୬ ଏବଂ ବର୍ତ୍ତମାନ ୧୬୮୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ବୁଣି ବଢିଲା ସଂକ୍ରମଣ: କିନ୍ତୁ ତଳ ମୁହାଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୧୦

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୫

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୨୯

ପୁରୀ ଜିଲ୍ଲାରୁ- ୭

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୪୧

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୮୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୯୪୧ ଏବଂ ବର୍ତ୍ତମାନ ୧୬୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ପୁଣି ବଢିଲା ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ୧୭୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୬୫୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୮୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୨୭

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୩୯

ବୌଦ୍ଧ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୧୯

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଗଞ୍ଜାମ ଜିଲ୍ଲାରୁ- ୧୫

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୧୪

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୩୦

କନ୍ଧମାଳ ଜିଲ୍ଲାରୁ- ୧୫

କେନ୍ଦ୍ରାପଡା ଜିଲ୍ଲାରୁ- ୭

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୯୬

କୋରାପୁଟ ଜିଲ୍ଲାରୁ- ୧୩

ମୟୂରଭଞ୍ଜ ଜିଲ୍ଲାରୁ- ୩୩

ନବରଙ୍ଗପୁର ଜିଲ୍ଲାରୁ- ୧୪

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୪୬

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୧୭୩

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୬୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୬ ହଜାର ୨୪୯ ଏବଂ ବର୍ତ୍ତମାନ ୫୨୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୯୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୯୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୯୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୯

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୧୨

ବୌଦ୍ଧ ଜିଲ୍ଲାରୁ- ୧୨

କଟକ ଜିଲ୍ଲାରୁ- ୭୫

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୯

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୧୪

ଯାଜପୁର ଜିଲ୍ଲାରୁ- ୧୩

ଝାରସୁଗୁଡା ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୧୮

କନ୍ଧମାଳ ଜିଲ୍ଲାରୁ- ୮

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୩୭୧

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୩୨

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୨୭

ନୂଆପଡା ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୨୦

ରାୟଗଡା ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୫୩

ସୋନପୁର ଜିଲ୍ଲାରୁ- ୩୭

ସୁନ୍ଦରଗଡ ଜିଲ୍ଲାରୁ- ୧୦୩

ଷ୍ଟେଟ ପୁଲରୁ- ୭୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୭୪ ଏବଂ ବର୍ତ୍ତମାନ ୬୩୧୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଆଜି ଚିଲିକାରେ ବଢିଲା ସଂକ୍ରମଣ, ଏହି ସବୁ କେନ୍ଦ୍ରରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ମୁଣ୍ଡ ଟେକିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୨୧ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୧୩ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୭୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ୧୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୧୫୦, ନଈରୀ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୭୦ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୮ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୨୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ନୀଳାଦ୍ରିପ୍ରସାଦ, ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ମୋଟ ୪୦୦ଟି ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିଭଳି ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଇରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଲେଖାଏଁ ମୋଟ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଜିର ଖବର ଆଞ୍ଚଳିକ

ଚିଲିକାରେ ବଢିଲା ସଂକ୍ରମଣ: ଏହି ଗ୍ରାମକୁ କରାଗଲା କଣ୍ଟେନମେଣ୍ଟ, ବନ୍ଦ ରହିବ ଟୀକା ଆଉ ଟେଷ୍ଟିଙ୍ଗ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ଅଣାୟତ୍ତ ଅବସ୍ଥାରେ ଅଛି। ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନର ଶତ ଚେଷ୍ଟା ସତ୍ତ୍ୱେ ସଂକ୍ରମଣ କମିବାର ନାଁ ଧରୁନାହିଁ।  ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ୩୦ ପ୍ରତିଶତ ଅଧିକ। ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୫୦ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୪୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୭୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୪୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୬୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ବାତ୍ୟା ପରବର୍ତ୍ତୀ ପଦକ୍ଷେପ ନିମନ୍ତେ ଆସନ୍ତାକାଲି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ବନ୍ଦ ରହିବା ସହ କୋଭିଡ ଟେଷ୍ଟିଙ୍ଗ ପ୍ରକ୍ରିୟା ବନ୍ଦ ରହିବ। ଏନେଇ ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

ସେହିପରି ଭାବେ ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତର ନହରଡ଼ିହି ଗ୍ରାମ (୨୮ ପରିବାର) କୁ ଆସନ୍ତା ଜୁନ ୩ ତାରିଖ ରାତ୍ର ୯ ଘଟିକା ଯାଏଁ ସଂପୂର୍ଣ୍ଣ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି।