ଆଜିର ଖବର ବଣିଆଁବନ୍ଧରେ ଭାଲୁ ଆକ୍ରମଣରେ ୨ ମୃତ, ଜଣେ ଆହତ କନ୍ଦର୍ପ ବେହେରା ରେଢାଖୋଲ: ଆଜି ରେଢାଖୋଲ ବ୍ଲକ୍ ବଣୀଆଁବନ୍ଧରେ ଭାଲୁ ଆକ୍ରମଣରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁହୋଇଥିବା ବେଳେ ଜଣେ ଆହତ ହୋଇଥିବା ଖବର ହସ୍ତଗତ ହୋଇଛି।…