ଆଜିର ଖବର ୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ ଭୁବନେଶ୍ବର: ବନୀକରଣ ଯୋଜନାରେ ଅର୍ଥ ହେରଫେର କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଠଗଡ଼ ବନଖଣ୍ଡର ପୂର୍ବତନ ଫରେଷ୍ଟର ଆଶିଷ…